Report Card Odisha

| Daily Odia News

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଏପ୍ରିଲ, ମେ’ରେ ପଞ୍ଚାୟତ ନିର୍ବାଚନ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସନ୍ତୋଷ ଦାସ। ଏଥର ସାମାନ୍ୟ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ। ଏସଆଇଆର କାମ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏଁ ହେବ ବୋଲି ସେ କହିଛନ୍ତି। ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଆରଡିସି ଓ ଜିଲାପାଳଙ୍କ ସହ ବୈଠକ ହୋଇଛି। ଆସନ୍ତା ୨୧ ତାରିଖରେ ରୁଟିନ୍ ବୈଠକ ହେବ। ଏଥର ଡୋର ଟୁ ଡୋର୍ ଭିଜିଟ୍ କରି ଭୋଟର ଲିଷ୍ଟ ପ୍ରସ୍ତୁତ କରାଯିବ। ୬୭୯୪ ପଞ୍ଚାୟତରେ ୯୧ ହଜାର ୯୩୦ ୱାର୍ଡ ବୁଥ୍ ରହିଛି।

Breaking News