Report Card Odisha

| Daily Odia News

ବିହାର ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….

ରିପୋର୍ଟ କାର୍ଡ / ବିହାର

ବିହାରର ସୁଲତାନପୁର ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ରବିବାର ରାତି ସମୟରେ ଏକ ଟ୍ରକ ଧକ୍କାରେ ୧୨ ପ୍ରାଣ ହାନି ଘଟିବ ସହିତ, ରାସ୍ତାରେ ଏହା ଅନେକଙ୍କ ଉପରେ ଉକ୍ତ ଟ୍ରକ ଛାଡ଼ିଯାଇଥିଲା |ଫେଲ୍‍ ହୋଇଯିବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ଜଣାପଡିଛି ।ଏହି ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ମୃତକଙ୍କ ପରିବାରକୁ କେନ୍ଦ୍ର ଓ ବିହାର ସରକାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । କେନ୍ଦ୍ର ସରକାର ମୃତକଙ୍କ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ ଆହତଙ୍କୁ ୫୦ ହଜାର ଟଙ୍କା ଘୋଷଣା କରିଛନ୍ତି ।

Breaking News