ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତା ଆସନ୍ତା ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ। ୧୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ। ସୋମବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି। ଚଳିତ ଥର ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର) କାର୍ଯ୍ୟକାରୀ ହୋଇ ସଂଶୋଧିତ ମତଦାତା ତାଲିକା ପ୍ରକାଶ କରାଯାଇଛି।ବିହାରରେ ୨୪୩ ବିଧାନସଭା ଆସନ ରହିଛି। ପର୍ଯ୍ୟାୟକ୍ରମେ ଏସବୁ ଆସନରେ ନିର୍ବାଚନ ଅନୁଷ୍ଠିତ ହେବ।






More Stories
କୌଣସି ଲକ୍ଡାଉନ୍ ହେବନି…..
ଶପଥ ନେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ….
ସିଏମ୍-ପିଏମ୍ ଆଲୋଚନା…..