ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରାଣମ୍ଭିକ ଟ୍ରେଣ୍ଡରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୧୯୦ ସିଟରେ ଆଗୁଆ ରହିଥିବା ବେଳେ ମହାମେଣ୍ଟ ୪୮ ଓ ଅନ୍ୟ ଦଳ ଗୁଡିକ ୦୪ଟି ସିଟରେ ଆଗୁଆ ରହିଛନ୍ତି । ଆଜି ସନ୍ଧ୍ୟାରେ ବିଧିବଦ୍ଧ ଭାବେ ଘୋଷଣା କରାଯିବ । ବିହାର ବିଧାନସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ପ୍ରକ୍ରିୟା ଶେଷ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ମତଦାନ ୬ନଭେମ୍ବର ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୧୧ ନଭେମ୍ବରରେ ଭୋଟ ଗ୍ରହଣ କରାଯାଇଥିଲା ।






More Stories
ବାଂଲାଦେଶ ସୀମାରେ ଲାଗିବ ତାରବାଡ଼……
ସହି ପାରୁନାହାଁନ୍ତି ମୋଦି!TVKକୁ ସମର୍ଥନ କରିବା ନେଇ ଗର୍ଜିଲେ…..
ପୁଣି ହିମନ୍ତ ବିଶ୍ୱ ଶର୍ମା ହେବେ ମୁଖ୍ୟମନ୍ତ୍ରୀ…..