ରିପୋର୍ଟ କାର୍ଡ / ନୂଆଦିଲ୍ଲୀ/ ଭୁବନେଶ୍ୱର
କଂଗ୍ରେସରେ ଯୋଗ ଦେଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଆଜି ଦିଲ୍ଲୀସ୍ଥିତ ଏଆଇସିସି ମୁଖ୍ୟ କାର୍ଯ୍ୟାଳୟରେ ସେ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖଡ୍ଗେଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ଥିବା ବିଜୟ ପଟ୍ଟନାୟକ ୨୦୧୩ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଲା ପରେ ତୁରନ୍ତ ତାଙ୍କୁ ଷ୍ଟାଫ୍ ସିଲେକ୍ସନ୍ କମିସନର ଅଧ୍ୟକ୍ଷ କରାଗଲା। ପରେ ପରେ ତାଙ୍କୁ ମାନବାଧିକାର କମିସନଙ୍କ ସଦସ୍ୟ ଭାବେ ନିଯୁକ୍ତି ଦିଆଗଲା।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..