ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀକୁ ଦେଶର ଶ୍ରେଷ୍ଠ ଏକାଡେମୀର ମାନ୍ୟତା ମିଳିଛି । ଏ ନେଇ ଆଜି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀକୁ ଗୃହ ମନ୍ତ୍ରାଳୟ ପୁରସ୍କୃତ କରିବ । BPSPAକୁ ଟ୍ରଫି ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବ ଗୃହ ମନ୍ତ୍ରାଳୟ ।
More Stories
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..