ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଦୁର୍ଘଟଣା ଘଟିଛି। ଜୟଦେବବିହାର-ଇସ୍କନ ମନ୍ଦିର ରାସ୍ତାରେ ଡମ୍ଫର ଚକା ତଳେ ପଶିଗଲା ସ୍ପିଡ୍ ବାଇକ୍। ଦୁର୍ଘଟଣାରେ ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଉକ୍ତ ରାସ୍ତାରେ ଅନେକ ସମୟରେ ଧରି ଯାନବାହନ ଅଟକି ରହିବା ସହ ଗାଡି ଚଳାଚଳରେ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାଫିକ୍ ସମସ୍ୟାକୁ ନିୟନ୍ତ୍ରଣ କରି ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
ଓଏଏସ୍ ସ୍ତରରେ ଅଦଳବଦଳ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..
ରୋଷେୟାର ତଣ୍ଟି କାଟିଦେଲା ହେଲପର…..