ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ମହାଳୟା କରୋନା ସଂକ୍ରମଙ୍କୁ ଦୃଷ୍ଟିରେ ରଖି BMC ଜାରି କରିଛି | ବିନ୍ଦୁ ସାଗରରେ ମହାଳୟା ଶ୍ରାଦ୍ଧ ସହ ବ୍ରମହାନ ଭୋଜନ ପାଇଁ ସମ୍ପୂର୍ଣ୍ଣ ବରଣକରିଛି BMC | କରୋନା ସଂକ୍ରମଙ୍କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ଏଭଳି ନିଷ୍ପତ୍ତି ନେଇଛ | BMC ଅଧୀନରେ ଥିବା ସମସ୍ତ ଅଞ୍ଚଳରେ ନିୟମ ଲାଗୁ ପାଇଁ ନିର୍ଦ୍ଦେଶ ଜାରିହୋଇଛି |
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..