ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଓମ୍ ବିର୍ଲା ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି | ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ଏନ୍ଡିଏ ପ୍ରାର୍ଥୀ ଓମ୍ ବିର୍ଲା ଦ୍ୱିତୀୟ ଥର ପାଇଁ ବାଚସ୍ପତି ନିର୍ବାଚିତ ହୋଇଛନ୍ତି | ପ୍ରଧାନମନ୍ତ୍ରୀ ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧି ଓମ୍ ବିର୍ଲାଙ୍କୁ ନିଜ ଆସନ ଯାଏ ନେଇ ଦାୟିତ୍ୱ ଗ୍ରହଣ କରାଇଛନ୍ତି।
More Stories
ଓଏସଏସଏସସି ପରୀକ୍ଷା ଅନିୟମିତତାର ତଜର୍ମା କରୁଛନ୍ତି ସରକାର…..
ୟୁଜିସି ନେଟ-୨୦୨୪ ପରୀକ୍ଷାଫଳ ପ୍ରକାଶ….
ଭୁବନେଶ୍ୱରରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ….