ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଓମ୍ ବିର୍ଲା ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି | ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ଏନ୍ଡିଏ ପ୍ରାର୍ଥୀ ଓମ୍ ବିର୍ଲା ଦ୍ୱିତୀୟ ଥର ପାଇଁ ବାଚସ୍ପତି ନିର୍ବାଚିତ ହୋଇଛନ୍ତି | ପ୍ରଧାନମନ୍ତ୍ରୀ ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧି ଓମ୍ ବିର୍ଲାଙ୍କୁ ନିଜ ଆସନ ଯାଏ ନେଇ ଦାୟିତ୍ୱ ଗ୍ରହଣ କରାଇଛନ୍ତି।






More Stories
ଅଗ୍ନିବୀର ନିଯୁକ୍ତି ପାଇଁ ଆସୁଛି ନୂଆ ନିୟମ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..
୨୦ରୁ ସଂସଦର ମୌସୁମୀ ଅଧିବେଶନ…..