ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ଶାସନ କ୍ଷମତାରେ ଥିବା ବିଜୁ ଜନତା ଦଳ ହେଉଛି ଦେଶର ଦ୍ୱିତୀୟ ଧନୀ ଆଞ୍ଚଳିକ ଦଳ। ତା’ସହ ଆୟରେ ସର୍ବାଧିକ ଅଭିବୃଦ୍ଧି ମଧ୍ୟ ବିଜେଡିର ହୋଇଛି। ଏମିତିକି ବିଜେଡିର ଆୟ ୩୬ଟି ଛୋଟ ବଡ଼ ଆଞ୍ଚଳିକ ଦଳଙ୍କ ମୋଟ ଆୟର ୨୫.୩୩ ପ୍ରତିଶତ ବୋଲି ଆସୋସିଏଟ୍ ଅଫ୍ ଡେମୋକ୍ରାଟିକ୍ ରିଫର୍ମ ତା’ର ରିପୋର୍ଟରେ ପ୍ରକାଶ କରିଛି।
More Stories
କାଳବୈଶାଖୀ ସତର୍କତା…..
ଆଜିଠୁ ମାଟ୍ରିକ ଖାତା ଦେଖା…..
ବିଧାନସଭାରେ କୋକେଇ ଶୋଭାଯାତ୍ରା…..