ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ନୂଆ ମିଡ଼ିଆ ସଂଯୋଜକଙ୍କ ନାମ ଘୋଷଣା କରିଛି । କିଛିଦିନ ଧରି ଏହି ପଦ ଖାଲି ପଡ଼ିଥିଲା । ପ୍ରିୟବ୍ରତ ମାଝିଙ୍କୁ ଦଳ ନୂଆ ମିଡ଼ିଆ ସଂଯୋଜକ ଭାବେ ନିଯୁକ୍ତି ଦେଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରିୟବ୍ରତଙ୍କୁ ଏହି ଦାୟିତ୍ୱ ପ୍ରଦାନ କରିଥିବା ନେଇ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି ।
More Stories
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..