ରିପୋର୍ଟ କାର୍ଡ / ଭୁବନେଶ୍ୱର
ନବୀନ ନିବାସରେ କୋରାପୁଟ ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା ବୈଠକ ବସିଛି। ଏଥିରେ କୋରାପୁଟ ପର୍ଯ୍ୟବେକ୍ଷକ ଦିବ୍ୟଶଙ୍କର ମିଶ୍ର, ରାୟଗଡା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ, ମନ୍ତ୍ରୀ ଜଗନ୍ନାଥ ସାରକା ଉପସ୍ଥିତ ରହିଛନ୍ତି। କୋରାପୁଟ ଲୋକସଭା ଅଧୀନରେ କୋରାପୁଟ, ଲକ୍ଷ୍ମୀପୁର, ଜୟପୁର, ପଟ୍ଟାଙ୍ଗୀ, ରାୟଗଡା, ଗୁଣୁପୁର ଓ ବିଷମକଟକ ବିଧାନସଭା କ୍ଷେତ୍ର ରହିଛି। ଏହି ନିର୍ବାଚନ ମଣ୍ଡଳୀରେ ବିଜୟ ଲାଗି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ଆଲୋଚନା କରିବେ ।






More Stories
୬ ସିଭିଲ ଜଜ୍ଙ୍କ ବଦଳି…..
ପଶ୍ଚିମବଙ୍ଗ ଗଲେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶାରେ ଲାଗୁହେବ ପେସା ଆଇନ……