ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଆଜି ବିଧାନସଭା ନିର୍ବାଚନ ଲାଗି ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଲୋକସଭା ପ୍ରାର୍ଥୀ ଭାବେ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବାଲେଶ୍ୱର ସାଂସଦ ପ୍ରାର୍ଥୀ କରିଛି ବିଜେଡି।ବିଧାନସଭା ପାଇଁ ପାରାଦୀପରୁ ଗୀତାଞ୍ଜଳୀ ରାଉତରାୟ, ଭୁବନେଶ୍ୱର ମଧ୍ୟରୁ ଅନନ୍ତ ଜେନା, ନର୍ଲାରୁ ମନୋରମା ମହାନ୍ତି, ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ, ତାଳଚେରରୁ ବ୍ରଜକିଶୋର ପ୍ରଧାନ, ରେଢାଖୋଲରୁ ରୋହିତ ପୂଜାରୀ ଓ ଲକ୍ଷ୍ମୀପୁରରୁ ପ୍ରଭୁ ଜାନିଙ୍କୁ ପ୍ରାର୍ଥୀ କରାଯାଇଛି।






More Stories
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..
ବିନା ଫିଟନେସ୍, ବୀମା, ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ…..