ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି।ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଉ ୬ଜଣ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି।
ହିନ୍ଦୋଳ-ମହେଶ ସାହୁ
ରଘୁନାଥପାଲୀ- ଅର୍ଚ୍ଚନା ରେଖା ବେହେରା
କାକଟପୁର- ତୁଷାରକାନ୍ତି ବେହେରା
ବାଲିକୁଦା ଏରସମା- ସାରଦା ଜେନା
ବାଙ୍ଗିରିପୋଷି- ରଞ୍ଜିତା ମାରାଣ୍ଡି
ବରୀ- ବିଶ୍ଵ ରଞ୍ଜନ ମଲ୍ଲିକ






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..