ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଜେଡି ୩ ପ୍ରାର୍ଥୀ ଙ୍କ ନାମ ଘୋଷଣା କରିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ବେଗୁନିଆରୁ ପ୍ରଦୀପ ସାହୁ ଓ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ପ୍ରାର୍ଥୀ ହୋଇଛନ୍ତି। ଆଜି ସୁଦ୍ଧା ବିଜେଡି ୧୪୪ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ଆଉ ୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା ବାକିରହିଛି। ଘୋଷଣା ହୋଇନଥିବା ନିର୍ବାଚନମଣ୍ଡଳୀ ଗୁଡ଼ିକ ହେଲା ଖଣ୍ଡପଡ଼ା, ନୀଳଗିରି ଓ କୋରେଇ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..