ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତାକାଲି ହେବାକୁ ଥିବା ବିଜେଡିର ୬ ଘଣ୍ଟିଆ ଆନ୍ଦୋଳନକୁ ପ୍ରତ୍ୟାହାର କରିନିଆଯାଇଛି। ବିଚାର ବିଭଗୀୟ ତଦନ୍ତ ନିର୍ଦ୍ଦେଶ ପରେ ହରତାଳ ପ୍ରତ୍ୟାହାର ପାଇଁ ବିଜେଡି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ଦେବୀ ମିଶ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ରାଜଧାନୀରେ ୬ ଘଣ୍ଟିଆ ହରତାଳ ଡାକରା ଦେଇଥିଲା ବିଜେଡି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..