ରିପୋର୍ଟକାର୍ଡ / ଭୁବନେଶ୍ୱର
ଆଜି ବିଜେଡି ୬ ଜିଲ୍ଲା ସଭାପତି ପରେ ୧୫ ଉପସଭାପତିଙ୍କ ନାଁ ଘୋଷଣା କରିଛି। ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦାୟିତ୍ୱ ଦେଇଥିବା ବେଳେ ଏହି ତାଲିକାରେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ ଆରୁଖ ରହିଛନ୍ତି। ସେହିପରି ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ଚନ୍ଦ୍ରଶେଖର ସାହୁଙ୍କୁ ମଧ୍ୟ ଦାୟିତ୍ୱ ଦେଇ ସଙ୍ଗଠନକୁ ମଜଭୁତ କରୁଛି ବିଜେଡି। ଉପସଭାପତି ପ୍ରତାପ ଜେନାଙ୍କୁ ମଧ୍ୟ ମୁଖ୍ୟାଳୟ ଦାୟିତ୍ୱ ମିଳିଛି। ଅନ୍ୟପକ୍ଷେ, ଉପସଭାପତି ତାଲିକାରେ ଅତନୁ ସବ୍ୟସାଚୀ ନାୟକ, ରାଜେନ୍ଦ୍ର ଢୋଲକିଆ ରହିଛନ୍ତି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..