ରିପୋର୍ଟ କାର୍ଡ / ପଦ୍ମପୁର
ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ବରିହା । ଆଜି ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ଅବସରେରେ ଦଳର ବହୁ ନେତା ଓ କର୍ମୀ ଉପସ୍ଥିତ ରହିଥିଲେ। ଗୁରୁବାର ପଦ୍ମପୁର ଉପନିର୍ବାଚନର ନାମାଙ୍କନ ଦାଖଲର ଅନ୍ତିମ ଦିବସ ହୋଇଥିବା ବେଳେ ପ୍ରଥମେ ସ୍ଵାଧୀନ ପ୍ରାର୍ଥୀ ଭାବେ ଜୟନ୍ତ ଥାପା ନାମାଙ୍କନ ଦାଖଲ କରିଥିଲେ। ପରେ ବର୍ଷା ବରିହା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହାପରେ ବିଜେପି ଓ କଂଗ୍ରେସର ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……