ରିପୋର୍ଟ କାର୍ଡ / ଗଞ୍ଜାମ
ବିଜେଡିରୁ ବିପିନ ଚନ୍ଦ୍ର ପ୍ରଧାନ ବହିଷ୍କୃତ କରାଯାଇଛି | ଦଳ ବିରୋଧୀ କାର୍ଯ୍ୟ ପାଇଁ ବିପିନ ଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବହିଷ୍କୃତ କରିଥିବା ଜଣାପଡ଼ିଛି। ଦିଗପହଣ୍ଡି ଜିଲ୍ଲା ପରିଷଦ ସଦସ୍ୟ ବିପିନ ପ୍ରଧାନ। ବହିଷ୍କୃତ ହେବା ନେଇ ବିଜେଡି ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।
More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..