ରିପୋର୍ଟ କାର୍ଡ / ଭଦ୍ରକ
ପୂର୍ବତନ ବିଧାୟକ ତଥା ଅସନ୍ତୁଷ୍ଟ ବିଜେଡି ନେତା ରାଜେନ୍ଦ୍ର ଦାସ ସ୍ୱାଧୀନ ପ୍ରାର୍ଥୀ ଭାବେ ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି | ରାଜେନ୍ଦ୍ର ପଦଯାତ୍ରାରେ ସମର୍ଥକଙ୍କ ସହ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଛନ୍ତି। ଅନ୍ୟପକ୍ଷରେ ଆଜି ବିରାଟ ଶୋଭାଯାତ୍ରରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ମଧ୍ୟ ନିଜର ନାମାଙ୍କନ ଦାଖଲ କରିବେ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….