ରିପୋର୍ଟ କାର୍ଡ / ଭୁବନେଶ୍ବର
ନବୀନ ନିବାସରେ ବିଜେଡିର ବୈଠକ ଜାରି ରହିଛି। ସମସ୍ତ ନବ ନିର୍ବାଚିତ ବିଜେଡି ବିଧାୟକଙ୍କ ନବୀନ ନିବାସରେ ପହଞ୍ଚିଛନ୍ତି । ଗଣେଶ୍ୱର ବେହେରା, ସତେନ୍ଦ୍ର ହରିପାଲ, ନବ ମଲ୍ଲିକ, ଦେବି ରଞ୍ଜନ ତ୍ରିପାଠୀ, ସଂଜୀବ ମଲ୍ଲିକ, ଚକ୍ରପାଣି କହ୍ନର, ଅଭିମନ୍ୟୁ ସେଠି, ବଦ୍ରି ପାତ୍ର, ବିଶ୍ୱ ମଲ୍ଲିକ, ପ୍ରଶାନ୍ତ ବେହେରା, ଅଧୀରାଜ ପାଣିଗ୍ରାହୀ, ସୌଭିକ ବିଶ୍ୱାଳ, ଅନନ୍ତ ଜେନା, ଅରବିନ୍ଦ ମହାପାତ୍ର, ବିଭୁତି ବଳବନ୍ତରାୟ, ରମେଶ ବେହେରାଙ୍କ ସମେତ ଅନ୍ୟମାନେ ମଧ୍ୟ ସାମିଲ ହୋଇଛନ୍ତି। ଚଳିତ ନିର୍ବାଚନରେ ହାରିଥିବା ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଉପସ୍ଥିତ ଥିବାଜଣାପଡିଛି | ଆଗାମୀ ରଣନୀତି ନେଇ ବିଜେଡି ବୈଠକ କରୁଛି | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିର୍ବାଚିତ ପ୍ରାର୍ଥୀମାନଙ୍କୁ ଗୁରୁତ୍ବପୂର୍ଣ୍ଣ ପରାମର୍ଶ ଦେଉଛନ୍ତି।





More Stories
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ…..