ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୯ ତାରିଖରେ ବିଜେଡି ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏହି ବୈଠକରେ ବିଧାୟକ ଦଳ ନେତା ଚୟନ କରାଯିବ ବୋଲି ସୂଚନା ମିଳିଛି। ଅପରାହ୍ନ ୪ଟା ୩୦ ମିନିଟରେ ବୈଠକ ବସିବ। ବିଧାନସଭାରେ କିଏ ହେବ ବିରୋଧୀ ଦଳର ନେତା ତାହା ଚୟନ କରାଯିବ। ସଭାପତି ନବୀନ ପଟ୍ଟନାୟନ ନିଜେ ବିରୋଧୀ ଦଳର ନେତା ହେବେ ନା ଆଉ କାହାକୁ ଦଳ ମୋହର ମାରିବ ତାହା ଉପରେ ସମସ୍ତଙ୍କ ନଜର ରହିଛି।






More Stories
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….
ପୁରୀରୁ TMC ବିଧାୟକ ଗିରଫ…..