ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ନିରଂଜନ ପୂଜାରୀ, ସଞ୍ଜୟ ଦାସ ବର୍ମା, ଅରୁଣ ସାହୁ, ପ୍ରତାପ ଜେନା, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଞ୍ଜନ ଘଢାଇ, ଧ୍ରୁବା ସାହୁ, ମନୋହର ରାନ୍ଧାରୀ, ପ୍ରଦିପ ଦିସାରୀ, ତୁଷାରକାନ୍ତୀ ବେହେରା, ବ୍ରଜ କିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ସୁଦର୍ଶନ ହରିପାଲ, ପ୍ରଶାନ୍ତ କୁମାର ବେହେରା, ଦେବୀ ରଂଜନ ତ୍ରିପାଠୀ, ନିହାର ରଂଜନ ବେହେରା।


ଅତନୁ ସାବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ଶ୍ରୀମତୀ ମନୋରାମା ମହାନ୍ତି, ଦୀପାଲି ଦାସ, ଆୟୁବ ଖାନ, ଶ୍ରୀମତୀ ରୀତା ସାହୁ, ସ୍ବରୂପ ଦାସ ଅଛନ୍ତି।






More Stories
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..