ରିପୋର୍ଟ କାର୍ଡ / ଭୁବନେଶ୍ଵର
ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି। ବିଧାନସଭାର ପବିତ୍ର ଗୃହକୁ ବିଜେପି ଅପବିତ୍ର କରିଥିବା ଅଭିଯୋଗ କରି ଗଙ୍ଗା ଜଳ ସିଞ୍ଚନ କରି ଅଭିନବ ପ୍ରତିବାଦ କରିଛି ବିଜୁ ଜନତା ଦଳ। ବିଧାନସଭାକୁ ପୋଲିସ ପଶିବା ଘଟଣାର ଏଭଳି ଅଭିନବ ଢଙ୍ଗରେ ପ୍ରତିବାଦ କରି ବିଧାନସଭା ପରିସରରେ ଗଙ୍ଗା ଜଳ ସିଞ୍ଚନ କରି ପରିକ୍ରମା କରିଛନ୍ତି ବିଜେଡି ବିଧାୟକ। ଏଥିସହ ରାଜ୍ୟ ସରକାର ଗଣତନ୍ତ୍ରର ସ୍ବରକୁ ଚପାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି ତୀବ୍ର ସମାଲୋଚନା କରିିଛି ଦଳ।






More Stories
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..
ଶିଶୁ ବାଟିକା ପିଲାଙ୍କୁ ମାଗଣା ପୋଷାକ…..
ଯୁକ୍ତ ୨ ପରୀକ୍ଷା ପାଇଁ ସ୍ବତନ୍ତ୍ର ନିୟମାବଳୀ…..