ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଜେଡି ନେତା ନିଲମ୍ବିତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି ଦଳୀୟ ସଭାପତି । ଏ ନେଇ ଏକ ବିଜ୍ଞପ୍ତି ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।






More Stories
ଡି.ଏ.ଭି.ପବ୍ଲିକ ସ୍କୁଲ ରେ ‘ହର ଘର ତିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ…..
“ମୋ କଣ୍ଠ, ମୋ ପରିଚୟ” ପ୍ରତିଯୋଗିତା ଅନୁଷ୍ଠିତ…..
ସୌମ୍ୟ ହତ୍ୟା ମାମଲା:ମିଳିଲାନି ପ୍ରମାଣ,ମୁକୁଳିଲେ ଅଭିଯୁକ୍ତ…..