ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟସଭା ପ୍ରାର୍ଥୀ ନାଁ ଘୋଷଣା ନେଇ ବିଜେଡି ପକ୍ଷରୁ ସବୁ କଳ୍ପନା ଜଳ୍ପନାର ଅନ୍ତଘଟିଛି | ୪ ରାଜ୍ୟସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର । ଏହା ସହ ଶ୍ରୀମତି ସୁଲତା ଦେଓ, ମାନସ ମଙ୍ଗରାଜ, ନିରଞ୍ଜନ ବିଶିଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେଡି ।

More Stories
୧୮ ପ୍ରସ୍ତାବ କୁ କ୍ୟାବିନେଟ୍ ମଞ୍ଜୁରୀ…..
ବୁଥର ହେବ ଫିଜିକାଲ ଭେରିଫିକେସନ……
IAS ସ୍ତରରେ ଅଦଳବଦଳ…..