ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ । ଏହି ନିର୍ବାଚନରେ ଭୋଟ୍ ଦେବନି ବିଜେଡି । ସାଂସଦଙ୍କ ସହିତ ଆଲୋଚନା ପରେ ନବୀନଙ୍କ ନିଷ୍ପତ୍ତି ହୋଇଛି । ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି ନବୀନ ପଟ୍ଟନାୟକ ।ଜ୍ୟସଭାରେ ବିଜେଡିର ୭ ସାଂସଦ ଅଛନ୍ତି । ଏନଡିଏର ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ପାର୍ଥି ହୋଇଥିବା ବେଳେ ବିରୋଧୀ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ ହୋଇଛନ୍ତି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..