ରିପୋର୍ଟ କାର୍ଡ / ଝାରସୁଗୁଡା
ବ୍ରଜରାଜନଗର ଉପନିର୍ବାଚନରେ ବିପୁଳ ଭୋଟରେ ବିଜେଡି ବିଜୟୀ ହୋଇଛି। ପ୍ରାୟ ୬୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ଜିତିଛନ୍ତି । ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ ରହିଛନ୍ତି । ବିଜୟ ନେଇ ନିର୍ବାଚନ କମିଶନ ଘୋଷଣା କରିନାହାନ୍ତି ।
More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..