ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆପଡା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଥମେ ରହିଛନ୍ତି ସଭାପତି ନବୀନ ପଟ୍ଟନାୟକ । ନୂଆପଡାରେ ପ୍ରାର୍ଥୀ ହୋଇଥିବା ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିବେ ସଭାପତି ନବୀନ ପଟ୍ଟନାୟକ ।

ବିଜେଡିର ସମସ୍ତ ବରିଷ୍ଠ ନେତାମାନେ ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ ଭିକ୍ଷା କରିବେ । ଆସନ୍ତା ସୋମବାର ଦିନ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଦାଖଲ କରିବେ ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……