ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆପଡା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଥମେ ରହିଛନ୍ତି ସଭାପତି ନବୀନ ପଟ୍ଟନାୟକ । ନୂଆପଡାରେ ପ୍ରାର୍ଥୀ ହୋଇଥିବା ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିବେ ସଭାପତି ନବୀନ ପଟ୍ଟନାୟକ ।

ବିଜେଡିର ସମସ୍ତ ବରିଷ୍ଠ ନେତାମାନେ ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ ଭିକ୍ଷା କରିବେ । ଆସନ୍ତା ସୋମବାର ଦିନ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଦାଖଲ କରିବେ ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….