ରିପୋର୍ଟ କାର୍ଡ / ଭୁବନେଶ୍ବର
ଓବିସିଙ୍କୁ ନ୍ୟାୟ ଓ ନ୍ୟାଯ୍ୟ ଅଧିକାର ପ୍ରଦାନ ଦାବିରେ ବିଜେପି ଓବିସି ମୋର୍ଚ୍ଚା ତରଫରୁ ସର୍ବଦା ଲଢ଼େଇ ଜାରି ରହିଛି। ତେଣୁ ଏପ୍ରିଲ ୬ରେ ବିଜେପି ପ୍ରତିଷ୍ଠା ଦିବସରୁ ଏପ୍ରିଲ ୧୪ରେ ଆମ୍ବେଦକର ଜୟନ୍ତୀ ପର୍ଯ୍ୟନ୍ତ ୯ ଦିନ ଧରି ଓବିସି ମୋର୍ଚ୍ଚା ତରଫରୁ ଦେଶବ୍ୟାପୀ ‘ଗାଁ ଗାଁ ଚାଲ; ଘର ଘର ଚାଲ’ ଅଭିଯାନ ଚାଲିବ। ଏଥିରେ ମଧ୍ୟ ଓଡ଼ିଶାର ସମସ୍ତ ଗାଁରେ ଶୋଭାଯାତ୍ରା ହେବ ବୋଲି ବିଜେପି ଓବିସି ମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି କ୍ରିଷ୍ଣା ଗୌର କହିଛନ୍ତି। ରବିବାର ଦିନ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ଗୌର କହିଛନ୍ତି ଯେ, ଓଡ଼ିଶାରେ ମୋଟ୍ ଜନସଂଖ୍ୟାର ୫୪% ହେଉଛନ୍ତି ପଛୁଆବର୍ଗ |






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..