ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତୀୟ ବାୟୁସେନାର ପୂର୍ବତନ ମୁଖ୍ୟ ରାକେଶ କୁମାର ସିଂହ ଭଦୌରିଆ ରବିବାର ବିଜେପିରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ ବିଜେପି ସାଧାରଣ ସଂପାଦକ ବିନୋଦ ତାୱଡେ ଓ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପସ୍ଥିତିରେ ସେ ଦଳରେ ମିଶିଥିଲେ। ରାକେଶ କୁମାର ସିଂହ ଭଦୌରିଆ ୨୦୨୧ ସେପ୍ଟେମ୍ବର ମାସରେ ଚାକିରିରୁ ଅବସର ନେଇଥିଲେ। ତାଙ୍କ ପରେ ବିବେକ ରାମ ଚୌଧରୀ ବାୟୁସେନ ମୁଖ୍ୟ ଭାବେ ଦାୟିତ୍ୱ ନେଇଥିଲେ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……