ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖୁବଶୀଘ୍ର ପ୍ରାୟ ୧୦୦ ବିଧାନସଭା ପ୍ରାର୍ଥୀ ଘୋଷଣା କରିବ ବିଜେପି । ଦିନେ ଦୁଇ ଦିନରେ ତାଲିକା ଆସିପାରେ ବୋଲି କହିଛନ୍ତି ବିଜେପି ନେତା ପୃଥୀରାଜ ହରିଚନ୍ଦନ । ଏନେଇ ଆଜି ବସିବ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ । ସବୁ ସିଟ୍ ଉପରେ ତର୍ଜମା, ସମୀକ୍ଷା ଶେଷ ହୋଇଛି କେବଳ ସିଇସି ମୋହର ବାକି ଅଛି । ସର୍ଭେ ରିପୋର୍ଟ ଓ ଗ୍ରାଉଣ୍ଡ ସ୍ଥିତି ଉପରେ ଆଧାର କରି ପ୍ରାର୍ଥୀ ଘୋଷଣା ହେବ ବୋଲି କହିଲେ ପୃଥୀରାଜ ହରିଚନ୍ଦନ । ପୂର୍ବରୁ ଓଡିଶା ପାଇଁ ବିଜେପି କେବଳ ୧୮ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..