ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଆସିପାରେ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା। ବରଗଡ ଲୋକସଭା କ୍ଷେତ୍ରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ବେଳେ ଏହି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ତୋମାର କହିଛନ୍ତି ଆସନ୍ତା ୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି ଆସନ ରେ ଦଳର ପ୍ରାର୍ଥୀ ଘୋଷଣା ସରିଯିବ । ଏହିକ୍ରମରେ ଆଜି ଦ୍ଵିତୀୟ ପର୍ଯ୍ୟାୟରେ ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ ।






More Stories
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..
ବିନା ଫିଟନେସ୍, ବୀମା, ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ…..