ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜ୍ୟ ସଭା ନିର୍ବାଚନ ପାଇଁ ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ଭାଜପା। ଓଡ଼ିଶା, ବିହାର ଓ ହରିୟାଣା ପାଇଁ ଭାଜପା ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଚନ୍ଦ୍ରଶେଖର ବାବନକୁଳେଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବାବେଳେ ଗୁଜରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଙ୍ଗଭୀଙ୍କୁ ହରିୟାଣା ପର୍ଯ୍ୟବେକ୍ଷକ ଏବଂ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ହର୍ଷ ମଲହୋତ୍ରାଙ୍କୁ ବିହାର ଦାୟିତ୍ୱ ଦିଆଯାଇଛି।





More Stories
ସ୍ଥିତି ଉପରେ ରଖାଯାଇଛି ନଜର…..
ଖାଇବା ତେଲ ଦର ବୃଦ୍ଧି…..
ଇରାନର ଜେଟ୍କୁ ଖସାଇଲା ଇସ୍ରାଏଲ…..