ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୋର ବିଧାନସଭା କ୍ଷେତ୍ର ପାଇଁ ବିଜେପି ପର୍ଶୁରାମ ଧଡ୍ଡାଙ୍କୁ ପ୍ରାର୍ଥୀ କରିଛି। ପୂର୍ବରୁ ସୋର ବିଧାନସଭା ପାଇଁ ରାଜୁ ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେପି। ନିକଟରେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା। ଶ୍ରୀ ଧଡ଼ା ନିଜ ସମର୍ଥକଙ୍କ ଗହଣରେ ଆସି ବିଜେପିରେ ଯୋଗ ଦେଇଥିଲେ। ଦଳ ତାଙ୍କୁ ଆଜି ସୋର ବିଧାନସଭା ଆସନରୁ ପ୍ରାର୍ଥୀ କରିଛି।






More Stories
ଡିଜିପି ଅନୁରାଗ ଧନଖରଙ୍କ ଆତ୍ମହତ୍ୟା…..
ପ୍ରବଳ ବର୍ଷା ନେଇ ସତର୍କ…..
ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ…..