ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଜେପି ଆଜି ଓଡ଼ିଶାର ୩ଟି ଲୋକସଭା କ୍ଷେତ୍ର ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିଛି। କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେପି ନିକଟରେ ବିଜେଡି ଛାଡ଼ିଥିବା ଭର୍ତ୍ତୃହରି ମହତାବଙ୍କୁ ଟିକେଟ୍ ଦେଇଛି। ଭର୍ତ୍ତୃହରି ମହତାବ ବିଜେଡିର ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କୁ ମୁକାବିଲା କରିବେ। ବିଜେପି କନ୍ଧମାଳ ଲୋକସଭା କ୍ଷେତ୍ର ପାଇ ସୁକାନ୍ତ କୁମାର ପାଣିଗ୍ରାହୀ ଓ ଯାଜପୁର ପାଇଁ ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ଟିକେଟ୍ ଦେଇଛି।ପୂର୍ବରୁ ବିଜେପି ରାଜ୍ୟର ମୋଟ ୨୧ଟି ଲୋକସଭା ଆସନରୁ ୧୮ଟି ଲୋକସଭା ଆସନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିଥିଲା । ବାକିଥିବା ୩ଟି ଆସନ ପାଇଁ ଆଜି ପାର୍ଥି ଘୋଷଣା ହୋଇଛି |






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..