ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ବିଜେଡି ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ନିଯୁକ୍ତି ପାଇଥିବା ପ୍ରାୟ ୧୫୦ରୁ ଅଧିକ ନେତାଙ୍କୁ ଦାୟିତ୍ୱରୁ ହଟାଇ ଦିଆଯାଇଛି । ଏହି ଉପଦେଷ୍ଟାମାନଙ୍କ ଯୋଗୁ ସରକାରଙ୍କ କାର୍ଯ୍ୟକ୍ରମ ଓ କାର୍ଯ୍ୟଦକ୍ଷତା ବୃଦ୍ଧିରେ କୌଣସି ଉନ୍ନତି ପରିଲକ୍ଷିତ ହେଉନଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏଭଳି ନିଷ୍ପତ୍ତି ନେଇଥିବା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି | ଉଲ୍ଲେଖଯୋଗ୍ୟ, ବିଜେଡି ସରକାର ନିଜର ଦଳୀୟ କର୍ମକର୍ତ୍ତାଙ୍କୁ ବିଭିନ୍ନ ବିଭାଗ ଓ ଯୋଜନାର ଉପଦେଷ୍ଟା ଭାବେ ନିଯୁକ୍ତି ଦେଇ ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ।






More Stories
ଜଳିଗଲା ବସ୍….
ବଦଳିଲେ ଏସ୍ସିବି ଡିନ୍ ଓ ଅଧୀକ୍ଷକ…..
ଯିଏ ଶୃଙ୍ଖଳା ଭାଙ୍ଗିବ କାର୍ଯ୍ୟାନୁଷ୍ଠାନ……