ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର ଜିଲ୍ଲା ସାଂଗଠନିକ ସଭାପତି ହେଲେ ନିରଞ୍ଜନ ମିଶ୍ର। ଆଉ ୮ ଜଣଙ୍କୁ ଉପସଭାପତି ଦାୟିତ୍ୱ, ୩ ଜଣ ସାଧାରଣ ସଂପାଦକ, ଆଉ ୮ ଜଣଙ୍କୁ ସଂପାଦକ ଦାୟିତ୍ୱ ଏବଂ ଜଣଙ୍କୁ କୋଷାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି।
More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..