ବଡ଼ ଖବର ରାଜ୍ୟ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ନିୟମିତ ଜାମିନ….. Report Card Bureau June 12, 2024 ରିପୋର୍ଟ କାର୍ଡ / ଖୋର୍ଦ୍ଧାଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ନିୟମିତ ଜାମିନ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ। ଏନେଇ ସୂଚନା ଦେଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଲାଗି ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ।Continue ReadingPrevious ବଦଳିଲା ନବୀନଙ୍କ ପ୍ରୋଫାଇଲ ଷ୍ଟାଟସ୍…..Next ମହଙ୍ଗା ହେଲା ମଦ….Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ରାଜ୍ୟ ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା….. December 25, 2025 Report Card Bureau ରାଜ୍ୟ ଜଳିଗଲା ବସ୍,୧୦ ମୃତ…… December 25, 2025 Report Card Bureau ରାଜ୍ୟ ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍….. December 25, 2025 Report Card Bureau
More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ଜଳିଗଲା ବସ୍,୧୦ ମୃତ……
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..