Report Card Odisha

| Daily Odia News

ଟଙ୍କଧର ତ୍ରିପାଠୀ ବିଜେପି ପ୍ରାର୍ଥୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପି ଟଙ୍କଧର ତ୍ରିପାଠୀଙ୍କ ନାଁ ଘୋଷଣା କରିଛି । ଏନେଇ ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି। ପ୍ରଥମେ ବିଜେଡି ଏବଂ ପରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ବିଜେପିରୁ ପ୍ରାର୍ଥୀ ମଧ୍ୟ ଘୋଷଣା କରିଛନ୍ତି | ଟଙ୍କଧର ବିଜେପି ଯୁବ ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଓଡ଼ିଶା ରାଜ୍ୟର ସାଧାରଣ ସମ୍ପାଦକ ତଥା ରାଜ୍ୟ ବିଜେପି ଯୁବ ମୋର୍ଚ୍ଚାର ସଭାପତି ଭଳି ଗୁରୁତ୍ବପୂର୍ଣ୍ଣ ପଦରେ ଦାୟିତ୍ବ ନିର୍ବାହ କରିଥିଲେ|

Breaking News