ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଜିଲ୍ଲାଠୁ ନେଇ ରାଜ୍ୟସ୍ତର ଯାଏଁ କଳା ଦିବସ ପାଳନ କରୁଛି ବିଜେପି । ୧୯୭୫ ମସିହା ଜୁନ୍ ୨୫ ତାରିଖରେ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧୀ। ଏହାକୁ ବିରୋଧ କରି ଜୁନ୍ ୨୫କୁ କଳା ଦିବସ ଭାବେ ପାଳନ କରି ଆସୁଛି ବିଜେପି। ଆଜି ସବୁ ଜିଲ୍ଲାରେ ବୁଦ୍ଧିଜୀବୀ ସମ୍ମିଳନି ସହ ସାମ୍ବାଦିକ ସମ୍ମିଳନୀ କରିବ ଦଳ।।ଏହା ସହ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରି ଯେଉଁ ଗିରଫ ହୋଇଥିଲେ ସେହି ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..