ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମର ଏକ କେମିକାଲ୍ ଫ୍ୟାକ୍ଟ୍ରିରେ ଆଜି ବିସ୍ଫୋରଣ ହୋଇଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି।
କେମିକାଲ୍ ଫ୍ୟାକ୍ଟ୍ରିକୁ ସଂଯୋଗ କରୁଥିବା କ୍ଲୋରିକ୍ ଏସିଡ୍ ପାଇପ୍ ଫାଟି ଏହି ଅଘଟଣ ଘଟିଥିବା ଜଣାପଡିଛି । ଏଥିରେ ୬ଜଣ ଆହତ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ MKCG ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହ ଫ୍ୟାକ୍ଟ୍ରିରେ ଥିବା ଅନ୍ୟ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..