ରିପୋର୍ଟ କାର୍ଡ / ରାଉରକେଲା
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଏସ୍ଏମ୍ଏସ୍-୧ ୟୁନିଟ୍ରେ ଆଜି ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ରେ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି | ୫ ଶ୍ରମିକଙ୍କୁ ତୁରନ୍ତ ଆଇଜିଏଚ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ କିପରି ଓ କାହିଁକି ଏହି ବିସ୍ଫୋରଣ ଘଟିଲା ସେ ନେଇ ଷ୍ଟିଲ୍ ପ୍ଲାଣ୍ଟ କର୍ତ୍ତୃପକ୍ଷ କୌଣସି ସୂଚନା ମିଳିପାରିନାହିଁ |






More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……