ରିପୋର୍ଟ କାର୍ଡ / ଭୁବନେଶ୍ୱର
ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣାରେ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଇଛି ଭୁବନେଶ୍ୱର ମହାନଗର ନିଗମ। ରିପୋର୍ଟରେ ଡ୍ରେନେଜ ବିଭାଗର ଅଧିକାରୀଙ୍କୁ ଦାୟୀ କରିଛି ବିଏମସି। ଡ୍ରେନ କାମ ନେଇ ସେହି ସମୟରେ ଡ୍ରେନଜ ବିଭାଗର କାର୍ଯ୍ୟରତ ଅଧିକାରୀଙ୍କୁ ଦାୟୀ କରିଛି ବିଏମସି। ସେହିପରି ଜେଇଙ୍କୁ କାରଣ ଦର୍ଶାଅ ନୋଟିସ୍ ମଧ୍ୟ ଜାରି କରିଛି ବିଏମସି। ବୁଧବାର ଘଟଣା ସମ୍ପର୍କରେ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ମଙ୍ଗଳବାର ଦିନ ପ୍ରବଳ ବର୍ଷା ବେଳେ ଭୁବନେଶ୍ୱରରେ ଡ୍ରେନରେ ଭାସିଯାଇ ନାବାଳଙ୍କ ମୃତ୍ୟୁ ହୋଇଥିଲା।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..