ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁଣି ଭୁବନେଶ୍ୱର ମହାନଗର ନିଗମ ଗାଡି ଧକ୍କା ଦେଇଛି | ଫଳରେ ମହିଳାଙ୍କ ମୃତ୍ୟୁ ହୋଇ ଥିବା ବେଳେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଆହତ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ମୃତ ମହିଳା ଓ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ତେବେ ଏହି ଅଭାବନୀୟ ଘଟଣା ଭିଏସଏସ ନଗର ରଙ୍ଗମାଟିଆ ଡମ୍ପିଂୟାର୍ଡ ନିକଟରେ ଘଟିଥିବା ଜଣାପଡ଼ିଛି ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..