ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରକୁ ସ୍ୱଚ୍ଛ ତଥା ପରିମଳ ରଖିବା ପାଇଁ ବିଏମସି ପକ୍ଷରୁ ଅନେକ ପଦକ୍ଷେପମୂଳକ ପଦକ୍ଷେପ ନିଆଯାଉଛି । ଭୁବନେଶ୍ୱର ମହାନଗରନିଗମ ସ୍ୱଚ୍ଛତା ଏବଂ ପରିମଳକୁ ୟୁନିଟ୍-୧ ହାଟର ସମସ୍ତ ବ୍ୟବସାୟୀଙ୍କୁ ଚେତାବନୀ ଜାରିକରିଛି । ଏଣିକି ପଚା ପରିବା ଓ ବର୍ଜ୍ୟବସ୍ତୁ ରାସ୍ତାକୁ ଫିଙ୍ଗିଲେ ୫ ହଜାର ଜରିମାନା ଦେବାକୁ ହେବ । ଅଳିଆକୁ ଅଲଗା ଅଲଗା ନ ପକାଇଲେ ୫ ଶହ ଟଙ୍କା ଜରିମାନା ହେବ । ରାଜଧାନୀକୁ ପରିଷ୍କାର ରଖିବା ପାଇଁ ସମସ୍ତେ ସହଯୋଗ କରିବାକୁ ବିଏମସି କମିଶନର କହିଛନ୍ତି ।






More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….