ରିପୋର୍ଟ କାର୍ଡ / କଟକ
ସ୍କୁଲ ବାରଣ୍ଡାରୁ ଯୁବକଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଆଜି କଟକ ସଦର ଥାନା ଶଙ୍ଖତ୍ରାସ ୟୁପି ସ୍କୁଲ ପରିସରରୁ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଯୁବକଯୁବତୀ ଦୁହେଁ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ମିଳିଛି । ତେବେ ଦୁହିଁଙ୍କ ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ । ଘଟଣାସ୍ଥଳନରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ପ୍ରେମ ବ୍ୟାପାରକୁ ନେଇ ଏପରି ଘଟିଥାଇପାରେ ବୋଲି ଲୋକେ ସନ୍ଦେହ କରୁଛନ୍ତି ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……