ରିପୋର୍ଟ କାର୍ଡ / କଳାହାଣ୍ଡି
ସୁଧାରଗୃହ ଶୌଚାଳୟରୁ ନାବାଳକର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଭବାନୀ ପାଟଣାରେ ଥିବା ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ଦ୍ଵାରା ପରି ଚାଳିତ ନାବାଳକଙ୍କ ପର୍ଯ୍ୟବେକ୍ଷଣ ଓ ସ୍ଵତନ୍ତ୍ର ଗୃହରେ। ମୃତ ନାବାଳକଙ୍କ ଘର ନବରଙ୍ଗପୁର ଜିଲ୍ଲାର ବୋଲି ଜଣାପଡ଼ିଛି।। ନାବାଳକ ଜଣକ ଦୁଷ୍କର୍ମ ଘଟଣାରେ ଦୋଷୀ ସ୍ୟାବସ୍ତ ହୋଇଥିଲେ। ଚଳିତ ମାସ ୧୨ ତାରିଖ ଦିନଠାରୁ ସେ ସୁଧାର ଗୃହରେ ରହି ଆସୁଥିଲେ।ଗତକାଲି ରାତିରେ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ତେବେ ନାବାଳକଙ୍କ କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ି ନାହିଁ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..